www.samajalive.in
Thursday, December 11, 2025
16.1 C
Bhubaneswar

ହୁ ହୁ ହୋଇ ବଢି ଚାଲିଛି ସୁନା ; ୨ ହଜାର ବଢିଲା ଦାମ୍‌!

ଭୁବନେଶ୍ୱର : ହୁ ହୁ ହୋଇ ବଢି ଚାଲିଛି ସୁନା ଦାମ୍‌ । ୫ ଅଗଷ୍ଟ ଅର୍ଥାତ୍‌ ମଙ୍ଗଳବାର ପୁଣି ବଢିଛି ସୁନା ଦାମ୍‌ । ୧ ଲକ୍ଷ ଟଙ୍କା ଅତିକ୍ରମ କରିବା ପରେ ଏଯାଏଁ ପ୍ରାୟ ୨ ହଜାରରୁ ଅଧିକ ଟଙ୍କା ଦାମ୍‌ ବୃଦ୍ଧି ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୨୨୦ ଟଙ୍କା ରହିଛି । ଗତକାଲି ୧,୦୧,୪୦୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୭୦୦ ଟଙ୍କା ରହିଛି । ଗତକାଲି ୯୨,୯୫୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୬୭୦ ଟଙ୍କା ରହିଛି । ଗତକାଲି ୭୬,୦୫୦ ଟଙ୍କା ଥିଲା । ଏଥିରେ ୬୨୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୫୦୦ ଟଙ୍କା ରହିଛି । ଗତକାଲି ୧୨,୩୦୦ ଟଙ୍କା ଥିଲା । ଏଥିରେ ୨୦୦ ଟଙ୍କା ବୃଦ୍ଧି ହୋଇଛି।

ଆଉ ଅଳ୍ପ ଦିନ.. ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ୩ ରାଶିଙ୍କୁ ମିଳିବ ବଡ ଲାଭ, ହେବ ବିବାହ, ଚମକିବ ଭାଗ୍ୟ..

- Advertisement -

ଦେଖନ୍ତୁ ଭିଡିଓ; ବାଘ ପାଟିରୁ ନିଜ ଛୁଆ ବାଛୁରୀକୁ କେମିତି ରକ୍ଷା କଲା ଗାଈ..

Hot this week

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

Related Articles

Popular Categories