www.samajalive.in
Sunday, December 7, 2025
15.1 C
Bhubaneswar

ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି

ଡେରାଡୁନ୍‌ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ମଙ୍ଗଳବାର ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା କାରଣରୁ ଭୂସ୍ଖଳନ ସହ ଧସିଲା ପାହାଡ । ପାଣି ମାଡି ଆସିବା ଫଳରେ କିଛି ଲୋକେ ଭାସି ଯାଇଥିବା ସୂଚନା ମିଳିଛି । ଗଙ୍ଗୋତ୍ରୀ ଧାମ ଓ ମୁଖବା ନିକଟରେ ସ୍ଥିତ ଧରାଲୀ ଗାଁରେ ବାଦଲ ଫଟା ବର୍ଷା ପରେ ପାଣି ମାଡି ଆସିଛି । ପାଣି ଖୁବ୍‌ ଜୋରରେ ମାଡି ଆସିବାରୁ ତଳିଆ ଅଞ୍ଚଳକୁ ଭସାଇ ନେଇଥିବା ଖବର ମିଳିଛି । ଅନେକ ଘର ଏଥିରେ କ୍ଷତିଗ୍ରସ୍ତ ହେବା ସହ କିଛି ଲୋକେ ଭାସି ଯାଇଛନ୍ତି । ଘଟଣା ଉପରେ ନଜର ରଖାଯିବା ସହ ସତର୍କ ସୂଚନା ଜାରି କରାଯାଇଛି । ଏଯାଏଁ ଜୀବନହାନୀ ନେଇ କୌଣସି ସୂଚନା ମିଳି ନାହିଁ ।


ପ୍ରଭାବିତ ଅଞ୍ଚଳରେ ପ୍ରଶାସନ ପକ୍ଷରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି। ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶ ଭଳି ପାହାଡିଆ ରାଜ୍ୟରେ ପ୍ରବଳ ବର୍ଷା ଓ ବାଦଲଫଟା ବର୍ଷାର ଅନେକ ଘଟଣା ସାମ୍ନାକୁ ଆସୁଛି । ଏହି କାରଣରୁ ଅନେକ ଲୋକଙ୍କ ଜୀବନହାନୀ ସହ ଅନେକ ଘର କ୍ଷତିଗ୍ରସ୍ତ ହୋଇଛି।

ଆଉ ଅଳ୍ପ ଦିନ.. ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ୩ ରାଶିଙ୍କୁ ମିଳିବ ବଡ ଲାଭ, ହେବ ବିବାହ, ଚମକିବ ଭାଗ୍ୟ..

- Advertisement -

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories