www.samajalive.in
Saturday, December 6, 2025
23.1 C
Bhubaneswar

ସୋଭନା ମହାନ୍ତି ନୂଆ ମହିଳା କମିଶନ ଅଧ୍ୟକ୍ଷା, ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ବବିତା ପାତ୍ର

ଭୁବନେଶ୍ୱର : ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ଏନେଇ ମଙ୍ଗଳବାର ମହିଳା ଓ ଶିଶୁ କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି । ସେହିପରି ଶିଶୁ ସୁରକ୍ଷା ଆୟୋଗରେ ସ୍ଥାନ ପାଇଛନ୍ତି ଆଉ ୬ ସଦସ୍ୟ । ସୁକେଶୀ ଓରାମ, କଳ୍ପନା ଲେଙ୍କା, ଚନ୍ଦନା ଦାସ, କସ୍ତୁରୀ ମିଶ୍ର, ମନସ୍ମିତା ଖୁଣ୍ଟିଆ, ସୁଜାତା ନାୟକ ସଦସ୍ୟ ଭାବେ ନିଯୁକ୍ତ ହୋଇଛନ୍ତି ।
ନୂଆ ମହିଳା କମିଶନ ଅଧ୍ୟକ୍ଷା ଭାବେ ନିଯୁକ୍ତ ହେବା ପରେ ସୋଭନା ମହାନ୍ତି କହିଛନ୍ତି, ମହିଳାଙ୍କୁ ନ୍ୟାୟ ପ୍ରଦାନ ପାଇଁ କାର୍ଯ୍ୟ କରିବି । ରାଜ୍ୟ ସରକାର ଏହାକୁ ପ୍ରାଥମିକତା ଦେଉଛନ୍ତି । ବାଲେଶ୍ୱର ଘଟଣାରେ କଠୋର ପଦକ୍ଷେପ ନେଇଛନ୍ତି । ଆଗକୁ ମଧ୍ୟ ମହିଳାଙ୍କୁ ନ୍ୟାୟ ପାଇଁ କଠୋର ପଦକ୍ଷେପ ନିଆଯିବ ।

ଆଉ ଅଳ୍ପ ଦିନ.. ବୃହସ୍ପତିଙ୍କ ନକ୍ଷତ୍ର ପରିବର୍ତ୍ତନ, ଏହି ୩ ରାଶିଙ୍କୁ ମିଳିବ ବଡ ଲାଭ, ହେବ ବିବାହ, ଚମକିବ ଭାଗ୍ୟ..

ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି

- Advertisement -

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories