www.samajalive.in
Saturday, December 6, 2025
23.1 C
Bhubaneswar

ଲାଞ୍ଚ ନେବା ସମୟରେ ପୁଲିସ ବାବୁଙ୍କ ଭିଡିଓ ଭାଇରାଲ

ଠାକୁରମୁଣ୍ଡା : ଦିନ ଦ୍ବିପ୍ରହରରେ ଖୁଲମଖୁଲା ଲାଞ୍ଚ ନେଉଥିଲେ ପୁଲିସ ବାବୁ। ଲାଞ୍ଚନେବା ସମୟର ଭିଡିଓ ଏବେ ମୋବାଇଲରୁ ମୋବାଇଲକୁ ଭାଇରାଲ ହେବାରେ ଲାଗିଛି। ପୁଲିସ ବାବୁ ଜଣକ ହେଉଛନ୍ତି ମୟୁରଭଞ୍ଜ ଜିଲ୍ଲା ରରୁଆଁ ଥାନା ପୁଲିସ ଏଏସଆଇ ମୀନକେତନ ପ୍ରଧାନ। ଗୋଟିଏ ମଟରସାଇକେଲକୁ ରିଲିଜ କରିବାକୁ ୨ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏନେଇ ପୁଲିସ ପ୍ରଶାସନର ପ୍ରତିକ୍ରିୟା ମିଳି ପାରିନାହିଁ।

ଲଞ୍ଚ ହେଲା ଭିଭୋର ଏହି ଜବରଦସ୍ତ ଫୋନ୍‌; ପାଣିରେ ବୁଡିଲେ ହେବନି ଖରାପ..

- Advertisement -

 

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories