www.samajalive.in
Tuesday, December 9, 2025
16.1 C
Bhubaneswar

ସୁନା ଦାମ୍‌ ଶୁଣି ବେହୋସ୍‌ ହେବେ ; ଆଜି ବଢିଲା ଏତିକି..

ଭୁବନେଶ୍ୱର : ପୁଣି ବଢିଲା ସୁନା ଦାମ୍‌ । ଅଗଷ୍ଟ ୬ ଅର୍ଥାତ୍‌ ବୁଧବାର ପୁଣି ବଢିଛି ସୁନା ଦର ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୧,୦୨,୩୩୦ ଟଙ୍କା ରହିଛି । ଗତକାଲି ୧,୦୨,୨୨୦ ଟଙ୍କା ଥିଲା । ଏଥିରେ ୧୧୦ ଟଙ୍କା ବୃଦ୍ଧି ହୋଇଛି ।
୨୨ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୩,୮୦୦ ଟଙ୍କା ରହିଛି । ଗତକାଲି ୯୩,୭୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି ।
୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୬,୭୫୦ ଟଙ୍କା ରହିଛି । ଗତକାଲି ୭୬,୬୭୦ ଟଙ୍କା ଥିଲା । ଏଥିରେ ୮୦ ଟଙ୍କା ବୃଦ୍ଧି ହୋଇଛି ।
ସେହିପରି ରୁପା ଦାମ୍‌ ମଧ୍ୟ ବୃଦ୍ଧି ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୬୦୦ ଟଙ୍କା ରହିଛି। ଗତକାଲି ୧୨,୫୦୦ ଟଙ୍କା ଥିଲା। ଏଥିରେ ୧୦୦ ଟଙ୍କା ବୃଦ୍ଧି ହୋଇଛି।

୯୫ ବର୍ଷ ପରେ ରାକ୍ଷୀ ପୂର୍ଣ୍ଣିମାରେ ଦୁର୍ଲ୍ଲଭ ସଂଯୋଗ: ଏହି ରାଶି କିଣିବେ ଘର,ଗାଡି, ହେବେ ହଠାତ୍‌ ଧନୀ, ଦୂର ହେବ ବିବାହ ସମସ୍ୟା..

- Advertisement -

ବଡ ଝଟକା; ସୁପ୍ରିମ ନିଷ୍ପତ୍ତି , ବଢିବ ବିଜୁଳି ବିଲ୍‌!

ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍‌ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍‌..

Hot this week

୨୦୨୬ରେ ଦୁଇ ଥର ଚଳନ କରିବେ ରହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

Related Articles

Popular Categories