www.samajalive.in
Thursday, December 11, 2025
16.1 C
Bhubaneswar

ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ

କେନ୍ଦ୍ରାପଡା : ପୁଣି ଜୀଅନ୍ତା ଜଳିଗଲେ ଯୁବତୀ । ଘର ଭିତରେ ଜୀଅନ୍ତା ଜଳିଗଲେ ଯୁବତୀ । ଏଭଳି ଏକ ଅଭାବନୀୟ ଘଟଣା ବୁଧବାର ଗ୍ରାମାଞ୍ଚଳ ଥାନା କାଠିଆପଡା ଗାଁରେ ଘଟିଛି । ଯୁବତୀ ଜଣକ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀ ଥିଲେ । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ଏଯାଏଁ ମିଳି ନାହିଁ । କେହି ଜଣେ ତାଙ୍କୁ ବ୍ଲାକ୍‌ମେଲିଂ କରୁଥିଲେ ବୋଲି ଯୁବତୀଙ୍କ ବାପା ଅଭିଯୋଗ କରିଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛି।
ମିଳିଥିବା ପ୍ରାଥମିକ ସୂଚନାନୁଯାୟୀ, ଯୁବତୀ ଜଣକ କିରୋସିନି ଢାଳି ହୋଇ ଆତ୍ମହତ୍ୟା କରିଛନ୍ତି ବୋଲି କୁହାଯାଉଛି । ଯୁବତୀଙ୍କ ପ୍ରେମିକ ଅଶ୍ଳୀଳ ଭିଡିଓ ଭାଇରାଲ୍‌ କରିଥିଲେ । ଏନେଇ ପୂର୍ବରୁ ଗ୍ରାମାଞ୍ଚଳ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା । ଘଟଣା ଜଣାପଡିବା ପରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ପୁଲିସ ଡିଜିପି ନିର୍ଦ୍ଦେଶ ଦେଇଛନ୍ତି ।

ବଡ ଝଟକା; ସୁପ୍ରିମ ନିଷ୍ପତ୍ତି , ବଢିବ ବିଜୁଳି ବିଲ୍‌!

ଦେଖନ୍ତୁ ଛାତିଥରା ଭିଡିଓ ; ବାପା ଫୋନ୍‌ ଦେଖିବା ବେଳେ ଶିଶୁ ଉପରେ ମାଡିଗଲା କାର୍‌..

- Advertisement -

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories