www.samajalive.in
Saturday, December 13, 2025
21.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ

ଭୁବନେଶ୍ବର : ବୁଧବାର ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ । ଏକ ସୌଜନ୍ୟମୂଳକ ସାକ୍ଷାତ କରିବା ସହ ମୋଦୀଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ମହାପ୍ରସାଦ ମଧ୍ୟ ପ୍ରଦାନ କରିଥିଲେ କନକ ବର୍ଦ୍ଧନ । ଏହା ସହ ସେ ନିଜ ପତ୍ନୀ ତଥା ବଲାଙ୍ଗିର ସାଂସଦ ସଙ୍ଗୀତା କୁମାରୀ ସିଂ ଦେଓଙ୍କ ସହ ମିଶି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ମଧ୍ୟ ସାକ୍ଷାତ କରିଥିଲେ ।

- Advertisement -

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories