www.samajalive.in
Thursday, December 11, 2025
18.1 C
Bhubaneswar

ମୃତ ଡଲ୍‌ଫିନ୍‌ ଉଦ୍ଧାର

ବ୍ରହ୍ମଗିରି: ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା ନୂଆପଡ଼ା ରେଞ୍ଜ ଅଞ୍ଚଳରେ ଚିଲିକା ହ୍ରଦର ନୂଆପଡ଼ା ଘାଟରୁ ମୃତ ଡଲ୍‌ଫିନ୍‌ ଉଦ୍ଧାର ହୋଇଛି । ବନବଭାଗ ପକ୍ଷରୁ ମୃତ ଡଲ୍‌ଫିନ୍‌ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠା ଯାଇଛି । ମୃତ ଡଲ୍‌ଫିନ୍‌ର ଲମ୍ବା ୫ ଫୁଟ୍‌ ୮ ଇଞ୍ଚ ଲମ୍ବ, ୩ ଫୁଟ୍‌ ଗୋଲେଇ ଏବଂ ଓଜନ ପ୍ରାୟ ୫ ଶହ କିଲୋରୁ ଅଧିକ ହେବ ବୋଲି ବନବିଭାଗ ପକ୍ଷରୁ କୁହାଯାଇଛି । ମୃତ ଡଲ୍‌ଫିନ୍‌ ଗତକାଲି ରାତିରୁ ସେଠାରେ ଭାସୁଥିବା ସ୍ଥାନୀୟ ଲୋକେ କହିଛନ୍ତି ।

Hot this week

ମହିଳାଙ୍କୁ ଦୁର୍ବ୍ୟବହାର- ବୃଦ୍ଧଙ୍କୁ ଲଣ୍ଡା କରି ଚପଲ ମାଳ ପିନ୍ଧାଇଲେ

ଭବାନୀପାଟଣା - ଜଣେ ମହିଳାଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ସଦରଥାନା ଅନ୍ତର୍ଗତ...

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

Related Articles

Popular Categories