www.samajalive.in
Saturday, December 6, 2025
26.1 C
Bhubaneswar

ଜଳିଗଲା ୩୦ ଇଲେକ୍ଟ୍ରି ସ୍କୁଟି

ସମାଜ ଡିଜିଟାଲ ଡେସ୍କ: ଗଞ୍ଜାମ ଜିଲା ଛତ୍ରପୁର ଜାତୀୟ ରାଜପଥ ନିକଟରେ ଜଳିଗଲା ୩୦ରୁ ଅଧିକ ଇଲେକ୍ଟ୍ରି ସ୍କୁଟି । ହୁତୁହୁତୁ ହୋଇ ଜଳିଗଲା ଇଲେକ୍ଟ୍ରି ସ୍କୁଟି ବୋଝେଇ ଟ୍ରକ୍‍। ପ୍ରାୟ ୧ଘଣ୍ଟା ପରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଦିଲ୍ଲୀରୁ ଆନ୍ଧ୍ର୍ରପ୍ରଦେଶ ସମପେଟା ଯାଉଥିଲା ସ୍କୁଟି ବୋଝେଇ ଟ୍ରକ୍‍।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories