www.samajalive.in
Monday, December 8, 2025
24.1 C
Bhubaneswar

ପୂର୍ବ ଶତ୍ରୁତାକୁ ନେଇ ପୁରୀରେ ବୋମାମାଡ

ପୁରୀ : ପୁରୀରେ ଶୁକ୍ରବାର ବୋମାମାଡ ହୋଇଛି । ମୋଚିସାହି ନିକଟ ନୂଆତୋଟାରେ ଏହି ବୋମାମାଡ ହୋଇଛି । ବାଇକ୍‌ରେ ଆସି ଜାଗାଘର ଉପରକୁ ୩ ଦୁର୍ବୃତ୍ତ ଏହି ବୋମାମାଡ କରିଛନ୍ତି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ ଟାଉନ୍‌ ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଗୋଟିଏ ଦିନ ପରେ ଶ୍ରାବଣ ପୂର୍ଣ୍ଣିମା; ପୁଣି ଗ୍ରହଙ୍କ ଦୁର୍ଲ୍ଲଭ ଯୋଗ.. ଏହି ୫ ରାଶିଙ୍କ ପାଇଁ ଆସୁଛି ବଡ ଖୁସି,ସଫଳତା, କିଣିବେ ଘର,ଗାଡି, ହେବେ ଭାଗ୍ୟଶାଳୀ..

ଜାଣନ୍ତୁ ରାଶି ଅନୁଯାୟୀ ଭାଇକୁ ବାନ୍ଧିବେ କେଉଁ ରଙ୍ଗର ରାକ୍ଷୀ, ଭଉଣୀକୁ ଦେବେ କି ଉପହାର..

- Advertisement -

‘ଯିଏ ସଲ୍‌ମାନ୍‌ଙ୍କ ସହ କାମ କରିବ ସିଏ ମରିବ’.. କାଫେକୁ ଗୁଳିମାଡ ପରେ କପିଲଙ୍କୁ ମିଳିଲା ଏହି ଧମକ

ଦେଖନ୍ତୁ ଭିଡିଓ ;ଭୟଙ୍କର ଷଣ୍ଢ ଲଢେଇ ବେଳେ ଯାଉଥିଲେ ଯୁବତୀ, ଯାହା ଅବସ୍ଥା ହେଲା ଭୟରେ ଥରି ଉଠିବ ଛାତି..

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories