www.samajalive.in
Wednesday, December 10, 2025
16.1 C
Bhubaneswar

ନିଯୁକ୍ତି ଜାଲିଆତି: ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର ଏକ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି।

ସୂଚନାଯୋଗ୍ୟ, ଏମ୍‌ସର ବିଭିନ୍ନ ପଦବୀରେ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ନେଇ ଅଭିଯୋଗ ରହିଥିଲା। ଏହାର ତଦନ୍ତ ପାଇଁ ସିବିଆଇ ପକ୍ଷରୁ ଚଢ଼ାଉ କରାଯାଇଥିବା ଜଣାପଡ଼ିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories