www.samajalive.in
Thursday, December 11, 2025
14.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ଲୋକ ସଭାରେ ଆଗତ ହୋଇଥିବା ଆୟକର ବିଲ୍ ୨୦୨୫ ପ୍ରତ୍ୟାହାର କରିନେଇଛନ୍ତି କେନ୍ଦ୍ର ସରକାର। ୧୯୬୧ ଆୟକର ଆଇନକୁ ହଟାଇ ନୂଆ ଆଇନ ଆଣିବା ଉଦ୍ଦେଶ୍ୟରେ ସରକାର ଏହାକୁ ଆଗତ କରିଥିଲେ..

ଆସନ୍ତା ୧୨ ତାରିଖରୁ ରାଜ୍ୟରେ ବଢିବ ବର୍ଷର ପରିମାଣ, ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ଓଡ଼ିଶାରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଲଘୁଚାପ କ୍ଷେତ୍ରର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଖୋର୍ଦ୍ଧା, ଜଗସିଂହପୁର, କଟକ ସହ ଗଞ୍ଜାମ, ଗଜପତି, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି..

- Advertisement -

ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ), ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି, ଏହାବ୍ୟତୀତ ଜଗତସିଂହପୁରର ଏକ ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି..

ଗୋଟିଏ ଦିନ ପରେ ଶ୍ରାବଣ ପୂର୍ଣ୍ଣିମା; ପୁଣି ଗ୍ରହଙ୍କ ଦୁର୍ଲ୍ଲଭ ଯୋଗ.. ଏହି ୫ ରାଶିଙ୍କ ପାଇଁ ଆସୁଛି ବଡ ଖୁସି,ସଫଳତା, କିଣିବେ ଘର,ଗାଡି, ହେବେ ଭାଗ୍ୟଶାଳୀ..

ପ୍ରେମ କରି ନାବାଳିକାକୁ ବିବାହ ପରେ ନିର୍ଯାତନା ଦେଇଥିବାର ଅଭିଯୋଗ ହେବାପରେ ନିଲମ୍ବିତ ହୋଇଛନ୍ତି ପୁଲିସ ଏସ୍‍ଆଇ ଅମିତ ପାଢୀ, ବାଲେଶ୍ୱର ଜିଲା ବାଲିଆପାଳ ଥାନା ରତେଇ ଗାଁର ଅମିତ ପାଢୀଙ୍କ ନାଁରେ ଆସିଛି ଏଭଳି ସଙ୍ଗୀନ ଅଭିଯୋଗ ହୋଇଛି..

ଭରତପୁର ଥାନା ପଣ୍ଡାକୁଦିଆ ଅଞ୍ଚଳରୁ ସନ୍ଦେହଜନକ ଅବସ୍ଥାରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ ଯୁବକଙ୍କ ଘର ସୁଜପପୁର ଅଞ୍ଚଳର, ଗତକାଲି ସେ ଶ୍ୱଶୁର ଘରକୁ ଆସିଥିଲେ..

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories