www.samajalive.in
Saturday, December 6, 2025
26.1 C
Bhubaneswar

ଓଲଟିଲା ପିକଅପ୍, ୧୨ ଗୁରୁତର

ବାରିପଦା: ଶ୍ରମିକଙ୍କୁ ନେଇ ଯାଉଥିବା ପିକ୍‌ଅପ୍ ଭ୍ୟାନ୍‌ ଓଲଟି ୧୨ ଜଣ ଗୁରୁତର ହୋଇଛନ୍ତି । ୩୫ ଜଣ ଶ୍ରମିକଙ୍କୁ ନେଇ ଜଳେଶ୍ବରରୁ ମୋରଡା ଅଭିମୁଖେ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ନୂଆଗାଁ-ଛୋଟରାୟପୁର ରାସ୍ତାରେ ଏକ ବାଇକ୍‌କୁ ଧକ୍କା ଦେଇ ଓଲଟି ପଡ଼ିଛି । ଏଥିରେ ୧୨ ଜଣ ଗୁରୁତର ହେବା ସହ ଅନେକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ମୋରଡ଼ା ଓ କିଶାନତାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories