www.samajalive.in
Monday, December 8, 2025
14.1 C
Bhubaneswar

ଆଇଏସଏସଏଫ୍‍ ବିଶ୍ୱ କପ୍ : ବିଶ୍ୱ ରେକର୍ଡ ସହ ସ୍ୱର୍ଣ୍ଣ ଜିତିଲେ ସୌରଭ

ନୂଆଦିଲ୍ଲୀ : ଅନ୍ତର୍ଜାତୀୟ ବନ୍ଧୁକ ଚାଳନା କ୍ରୀଡ଼ା ମହାସଙ୍ଘ (ଆଇଏସଏସ୍‍ଏଫ୍‍) ବିଶ୍ୱ କପରେ ଭାରତର ଯୁବ ପ୍ରତିଯୋଗୀ ସୌରଭ ଚୌଧୁରୀ ପୁରୁଷ ବିଭାଗ ୧୦ମିଟର ପିସ୍ତଲ ଚାଳନାରେ ବିଶ୍ୱ ରେକର୍ଡ ଭଙ୍ଗ କରି ସ୍ୱର୍ଣ୍ଣ ପଦକ ଜିିତିଛନ୍ତି। ସେ ଜୁନିୟର ବର୍ଗରେ ଏହି ରେକର୍ଡ ହାସଲ କରିଛନ୍ତି । ଏହା ସହିତ ଟୋକିଓ ଅଲମ୍ପିକ୍ସ ପାଇଁ ଭାରତର ତିନି ନମ୍ବର ଯୋଗ୍ୟ ପ୍ରତିଯୋଗୀ ଭାବେ ବିବେଚିତ ହୋଇଛନ୍ତି । ୧୬ବର୍ଷୀୟ ସୌରଭ ଚୌଧୁରୀ ଏହି ବିଜୟ ହାସଲ କରିଥିବା ବେଳେ ସର୍ବିଆର ଦାମି ମିକେକ୍‍ ଏହି ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ହାସଲ କରି ରୌପ୍ୟ ପଦକ ବିଜୟୀ ହୋଇଛନ୍ତି। ଚୀନର ୱିଇ ପାଙ୍ଗ୍‍ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories