www.samajalive.in
Sunday, December 14, 2025
19.1 C
Bhubaneswar

ଦିଲ୍ଲୀରେ ପ୍ରବଳ ବର୍ଷା; କାନ୍ଥ ଭୁଶୁଡି ୭ମୃତ

ନୂଆଦିଲ୍ଲୀ: ଲଗାଣ ବର୍ଷା ଯୋଗୁଁ ଉବୁଟୁବୁ ଦିଲ୍ଲୀ । ଚାରିଆଡେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଗତକାଲି ରାତିରୁ ଦିଲ୍ଲୀ-ଏନସିଆରରେ ପ୍ରବଳ ବର୍ଷା ଯୋଗୁ ଅନେକ ଅଞ୍ଚଳରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । କାଳନ୍ଦୀ କୁଞ୍ଜ, ମଥୁରା ରୋଡ୍‍, ରିଙ୍ଗ ରୋଡ୍‍, ଜିଟି କର୍ଣ୍ଣାଲ୍‍ ରୋଡ୍‍, ରୋହିଣୀ, ମଧୁବନ ଚୌକ୍‍, ଆନନ୍ଦ ବିହାର ଭଳି ଆହୁରି ଅନେକ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଟ୍ରାଫିକ୍‍ ଜାମ୍‍ ରହିଛି । ପ୍ରବଳ ବର୍ଷା ପାଇଁ ଜଳମଗ୍ନ ହୋଇଛି ସମଗ୍ର ଅଞ୍ଚଳ । ଅନ୍ୟପଟେ ହରିନଗର ଜଇତପୁରରେ କାନ୍ଥ ଭୁଶୁଡି ବଡ ଅଘଟଣ ଘଟିଛି । ରାତି ସାରା ଲଗାଣ ବର୍ଷା ଯୋଗୁଁ କାନ୍ଥ ପଡି ୭ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories