www.samajalive.in
Wednesday, December 10, 2025
26.1 C
Bhubaneswar

ପୋଖରୀରେ ବୁଡି ଜଣେ ମୃତ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ଗ୍ରାମରେ ଜଣେ ବ୍ୟକ୍ତି ପୋଖରୀରେ ବୁଡି ପ୍ରାଣ ହରାଇଛନ୍ତି। ମୃତକ ଜଣକ ସେହି ଗ୍ରାମର ସମୀର ମହାନ୍ତି(୩୮) ବୋଲି ଜଣାପଡିଛି। ଶନିବାର ଅପରାହ୍ନରେ ସମୀର ଘର ପଛ ପଟ ପୋଖରୀରେ ଗାଧୋଇବା ସମୟରେ ଏହି ଅଘଟଣ ଘଟିଛି। ପ୍ରାଣ ରକ୍ଷା ଉଦ୍ଦେଶ୍ୟରେ ତାଙ୍କୁ କେନ୍ଦୁଝର ଡାକ୍ତରଖାନା ନିଆଯାଇଥିବା ବେଳେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ରବିବାର ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ତୁରୁମୁଙ୍ଗା ଥାନା ଏଏସଆଇ ସୟଦ ସଲିମ ହୋସେନଙ୍କଠାରୁ ସୂଚନା ଦେଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories