www.samajalive.in
Saturday, December 6, 2025
26.1 C
Bhubaneswar

ଘରେ ଶୋଇଥିବା ବେଳେ ନିଆଁ ଲାଗି ୩ ଗୁରୁତର

ଅନୁଗୋଳ: ଘରେ ଶୋଇଥିବା ସମୟରେ ଲାଗିଲା ନିଆଁ।  ଅଗ୍ନିକାଣ୍ଡରେ ୩  ଜଣ ଗୁରୁତର ଆହତ ହୋଇଛନ୍ତି। ନାଲକୋ ଥାନା ଅନ୍ତର୍ଗତ କୁଲାଡ଼ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରେ ଘଟିଛି ଏହି ଘଟଣା। ନିଆଁ ଲାଗି ବିଭୂତି ପ୍ରଧାନ(୫୪), ସ୍ତ୍ରୀ ରତ୍ନାମଞ୍ଜୁରୀ ପ୍ରଧାନ(୫୦) ଏବଂ ପୁଅ ବିଘ୍ନଶ ପ୍ରଧାନ(୧୯) ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ପରିବାର ଲୋକେ ଘରେ ଶୋଇଥିବା ସମୟରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣ ଘଟିିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି।

Hot this week

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

Related Articles

Popular Categories