www.samajalive.in
Saturday, December 6, 2025
15.1 C
Bhubaneswar

ଇସି ତାଲିକାରୁ ୩୩୪ ଦଳ ବାଦ୍‌

ନୂଆଦିଲ୍ଲୀ: ନିର୍ବାଚନ କମିସନ (ଇସି)ଙ୍କ ପକ୍ଷରୁ ଶନିବାର ୩୩୪ଟି ଅଣ ସ୍ବୀକୃତିପ୍ରାପ୍ତ ରାଜନୈତିକ ଦଳକୁ ତାଲିକାରୁ ବାଦ ଦିଆଯାଇଛି। ୨୦୧୯ ପରଠାରୁ ଏହି ଦଳଗୁଡିକ କୌଣସି ନିର୍ବାଚନ ଲଢି ନାହାନ୍ତି। ଏପରିକି ଏହି ଦଳଗୁଡିକର ସ୍ଥାୟୀ କାର୍ଯ୍ୟାଳୟ ନଥିବା ଜଣାପଡିଛି। ଏହି ଦଳଗୁଡିକ ଇସି ତାଲିକାଭୁକ୍ତ ହୋଇଥିଲେ ସୁଦ୍ଧା ଇସିଙ୍କ ଦ୍ବାରା ପ୍ରଚଳିତ କୌଣସି ନିୟମ ପାଳନ କରୁନଥିବା କୁହାଯାଇଛି। ଦେଶରେ ୨୮୫୪ଟି ଅଣ ସ୍ବୀକୃତିପ୍ରାପ୍ତ ଦଳ ଥିବାବେଳେ ବର୍ତ୍ତମାନ ଏହି ସଂଖ୍ୟା ୨୫୨୦କୁ ହ୍ରାସ ପାଇଛି। ବର୍ତ୍ତମାନ ସୁଦ୍ଧା ୬ଟି ଜାତୀୟ ଓ ୬୭ଟି ଆଞ୍ଚଳିକ ରାଜନୈତିକ ଦଳ ସକ୍ରିୟ ରହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories