www.samajalive.in
Monday, December 8, 2025
20.1 C
Bhubaneswar

ବିଷ ପିଇ ସ୍ବାମୀ-ସ୍ତ୍ରୀ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ପତରାଜପୁର ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। କୌଣସି କାରଣରୁ ଗାଁର ଏକ ଦମ୍ପତି ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ବିଷ ପିଇଦେବା ପରେ ଉଭୟେ ସ୍ଵାମୀ-ସ୍ତ୍ରୀ ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ।

ସ୍ଥାନୀୟ ଲୋକଙ୍କ ସହାୟତାରେ ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। କ’ଣ ପାଇଁ ସେମାନେ ଏଭଳି ପଦକ୍ଷେପ ନେଲେ ତାହା ଜଣାପଡ଼ିନାହିଁ। ପୁଲିସ ଘଟଣାର ତଦନ୍ତ ଚଳାଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories