www.samajalive.in
Monday, December 8, 2025
27.1 C
Bhubaneswar

ଜମି ବିବାଦକୁ କେନ୍ଦ୍ର କରି ରାଜଧାନୀରେ ବୋମାମାଡ

ଭୁବନେଶ୍ବର : ଭରତପୁର ଥାନା ଅଞ୍ଚଳରେ ଜମିଜମା ବିବାଦକୁ କେନ୍ଦ୍ରକରି ବୋମାମାଡ ହୋଇଛି । ଏଥିରେ ୪ଟି ଦାମୀ ବାଇକ୍ ସମ୍ପୂର୍ଣ୍ଣ ଜଳିଯାଇଛି । ଘଟଣାସ୍ଥଳରେ ଭରତପୁର ଥାନା ପୁଲିସ ପହଞ୍ଚି ଛାନଭିନ୍ କରୁଛି । ଜମିଜମା ବିବାଦକୁ  କେନ୍ଦ୍ର କରି ଏହି ବୋମାମାଡ ହୋଇଥିବା ପ୍ରାଥମିକ ତଦନ୍ତରୁ ସୂଚନା ମିଳିଛି । ତେବେ ଏଥିରେ କେହି ମୃତାହତ ହୋଇଥିବା ନେଇ ବର୍ତ୍ତମାନ ସୁଦ୍ଧା ଜଣାପଡିନି । ତଦନ୍ତ ପରେ ସମସ୍ତ ସୂଚନା ମିଳିବ ବୋଲି ପୁଲିସ ଜଣାଇଛି ।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories