www.samajalive.in
Sunday, December 7, 2025
26.1 C
Bhubaneswar

ପୃଥକ ପୃଥକ ସ୍ଥାନରେ ଦୁର୍ଘଟଣା ୨ ମୃତ

ଖୋର୍ଦ୍ଧା : ବାଇକ୍‌କୁ ପିଟିଲା ଟ୍ରକ୍‌ । ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ବାପାଙ୍କର ମୃତ୍ୟୁ ହୋଇଥିବା ବେଳେ ମାଆ ଓ ପୁଅ ଗୁରୁତର ହୋଇଛନ୍ତି । ୧୬ ନମ୍ବର ଜାତୀୟ ରାଜପଥ ଗଙ୍ଗପଡା ଠାରେ ସୋମବାର ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଗୁରୁତର ମାଆ-ପୁଅ ଭୁବନେଶ୍ୱର ଏମସ୍‌ରେ ଭର୍ତ୍ତି ହୋଇଛନ୍ତି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଜଟଣୀ ଇନ୍‌ଫୋ ଭ୍ୟାଲି ଥାନାରେ ଚାଳକ ଅଟକ ରହିଛି ।
ସେହିପରି ଫତେଗଡ ଥାନା ପଥରଚକଡା ଗାଁରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରକ୍‌ । ଟ୍ରକ୍‌ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁର୍ଘଟଣା ଘଟାଇ କଣ୍ଟିଲୋ ଫାଣ୍ଡିରେ ଚାଳକ ଜଣକ ଆତ୍ମସମର୍ପଣ କରିଛନ୍ତି । କ୍ଷତିପୂରଣ ଦାବିରେ ମୃତଦେହ ରଖି ସ୍ଥାନୀୟଲୋକେ ରାସ୍ତାରୋକ କରିବା ଫଳରେ ଦୀର୍ଘ ସମୟ ଧରି କଣ୍ଟିଲୋ-ଗଣିଆ ରାସ୍ତାରେ ଯାତାୟତ ପ୍ରଭାବିତ ହୋଇଥିଲା ।

ଦେଖନ୍ତୁ ଭିଡିଓ .. ବ୍ୟକ୍ତିଙ୍କ ପାଗଳାମି; ପ୍ରଖର ପାଣି ସୁଅରେ ନେଲେ ଟ୍ରାକ୍ଟର, ତା’ପରେ

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories