www.samajalive.in
Monday, December 8, 2025
27.1 C
Bhubaneswar

ଘର ଭିତରୁ ମହିଳାଙ୍କ ଗଳାକଟା ମୃତଦେହ ଉଦ୍ଧାର

ବ୍ରହ୍ମପୁର : ଘର ଭିତରୁ ମହିଳାଙ୍କ ଗଳାକଟା ମୃତଦେହ ସୋମବାର ଉଦ୍ଧାର ହୋଇଛି । ନିମଖଣ୍ଡି ଥାନା ଶ୍ରୀନଗର ଲାଇନ୍‌-୨ରେ ଏହି ହତ୍ୟାକାଣ୍ଡ ଘଟିଛି । ଆକ୍ରମଣରେ ମହିଳାଙ୍କ ନାବାଳିକା ଝିଅ ଗୁରୁତର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲରେ ଭର୍ତ୍ତି କରାଯାଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ କରୁଛି।

ଦେଖନ୍ତୁ ଭିଡିଓ .. ବ୍ୟକ୍ତିଙ୍କ ପାଗଳାମି; ପ୍ରଖର ପାଣି ସୁଅରେ ନେଲେ ଟ୍ରାକ୍ଟର, ତା’ପରେ

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories