www.samajalive.in
Thursday, December 11, 2025
26.1 C
Bhubaneswar

ଅପରାହ୍ଣ ୫ଟା ମୁଖ୍ୟ ଖବର

ମହାପ୍ରଭୁଙ୍କ ଖଜାଭୋଗକୁ ମିଳିନି ଜିଆଇ ମାନ୍ୟତା, ଶ୍ରୀମନ୍ଦିର ସେବାୟତଙ୍କ ସହ ଜିଆଇ କନସଲଟାଣ୍ଟ ଥିବା ବେଳେ ମହାପ୍ରଭୁଙ୍କ ଖଜାଭୋଗକୁ ଜିଆଇ ମାନ୍ୟତା ମିଳିବ ସେନେଇ ତଥ୍ୟ ପ୍ରମାଣ ସଂଗ୍ରହ ଖୋଜା ଚାଲିଛି। ତଥ୍ୟ ସଂଗ୍ରହ ପରେ ଜିଆଇ ମାନ୍ୟତା ପାଇଁ ଆବେଦନ କରାଯିବ.

ଆସନ୍ତା ୧୩ତାରିଖ ବେଳକୁ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା,ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୨ତାରିଖରୁ ତିନିଦିନ ଧରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଅତି ପ୍ରବଳ ବର୍ଷା ହୋଇପାରେ, ଉପକୂଳ ଓ ପଶ୍ଚିମ ଓଡ଼ିଶାର ଜିଲାଗୁଡ଼ିକରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି..

ଜନ୍ମାଷ୍ଟମୀ ପରେ କେତୁଙ୍କ ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ ; ଏହି ରାଶି ହେବେ ମାଲାମାଲ୍‌, ମିଳିବ ଧନ, ସନ୍ତାନ ସୁଖ..

- Advertisement -

ପାତ୍ରପଡାରେ ଘଟିଥିବା ଥର୍‌ ଗାଡି ଦୁର୍ଘଟଣାରେ ନାବାଳିକା ପରେ ଚାଲିଗଲା ତାଙ୍କ ମାଆଙ୍କ ଜୀବନ, ମୃତ ମହିଳା ହେଲେ ରେବତୀ ରାଉଳ, ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିଲେ..

ଦାୟିତ୍ଵ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଦାୟିତ୍ଵ ଗ୍ରହଣ କରିବା ପରେ ସେ ନିଜ ପ୍ରତିକ୍ରିୟା ରଖିଛନ୍ତି। ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର ପଦକ୍ଷେପ ଦରକାର..

ଜୀବନ ହାରିଲେ ବରଗଡ ନାବାଳିକା, ନାବାଳିକା ଜଣକ ବୁର୍ଲା ମେଡିକାଲରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଚିକିତ୍ସିତ ହେଉଥିଲେ। ଏନେଇ ଗାଇସିଲେଟ୍‌ ଥାନା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି, ବରଗଡ ଜିଲା ଗାଇସିଲେଟ ଥାନା ଫିରଙ୍ଗିମାଲ ଗାଁରେ ଏହି ଅଘଟଣ ଘଟିଥିଲା..

୬୦ ହଜାରରୁ ବି କମ୍‌; ଜବରଦସ୍ତ ରେଞ୍ଜ, ଲଞ୍ଚ ହେଲା ସବୁଠାରୁ ଶସ୍ତା ଇଲେକ୍ଟ୍ରିକ୍‌ ସ୍କୁଟର..

Hot this week

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

ପାକିସ୍ତାନର ପୂର୍ବତନ ଆଇଏସଆଇ ମୁଖ୍ୟଙ୍କୁ ୧୪ ବର୍ଷ ଜେଲ ଦଣ୍ଡ

ସମାଜଲାଇଭ ଡେସ୍କ: ପାକିସ୍ତାନୀ ଗୁଇନ୍ଦା ସଂସ୍ଥା(ଆଇଏସଆଇ)ର ପୂର୍ବତନ ମୁଖ୍ୟ ବା ମହାନିର୍ଦେଶକ...

ଶୀତଦିନେ ରୂପି ହେଉଛି କି? କଣ କରିବେ ଜାଣନ୍ତୁ

ଶୀତ ଋତୁରେ ରୂପି ହେବା ଏକ ସାଧାରଣ ଘଟଣା। ଅନେକ ଲୋକ...

Related Articles

Popular Categories