www.samajalive.in
Thursday, December 11, 2025
26.1 C
Bhubaneswar

ଥାର ଧକ୍କାରେ ମା’ ଓ ଝିଅଙ୍କ ମୃତ୍ୟୁ ଘଟଣା: ଦୁର୍ଘଟଣାସ୍ଥଳରେ ପୁଣି ରାସ୍ତା ଅବରୋଧ

ସମାଜ ଡିଜିଟାଲ ଡେସ୍କ: ରାକ୍ଷୀ ପୂର୍ଣ୍ଣିମାରେ ପାତ୍ରପଡ଼ା V2 ସାମ୍ନାରେ ଥାର ଧକ୍କାରେ ପ୍ରଥମେ ୮ ବର୍ଷର ଝିଅ ଏବଂ ପରେ ମା’ର ମୃତ୍ୟୁ ଘଟଣାରେ ଉତ୍ତ୍ୟକ୍ତ ଲୋକେ ସୋମବାର ରାସ୍ତା ଅବରୋଧ କରିଛନ୍ତି। ଦୁର୍ଘଟଣାସ୍ଥଳରେ ସ୍ଥାନୀୟ ଗ୍ରାମବାସୀ ମୃତଦେହ ରଖି ରାସ୍ତାରୋକୋ କରିଛନ୍ତି। ଶତାଧିକ ମହିଳା ଓ ପୁରୁଷ ରାସ୍ତାରେ ବସି ରହିବାରୁ ଜାତୀୟ ରାଜପଥରେ ବହୁ ସଂଖ୍ୟାରେ ଗାଡ଼ିମୋଟର ଅଟକି ରହିଛି। ଏହି ଘଟଣାକୁ ନେଇ ଗତ ରବିବାର ବି ଲୋକେ ରାସ୍ତାରୋକୋ କରିଥିଲେ।

ସୂଚନାଯୋଗ୍ୟ, ରାକ୍ଷୀ ପୂର୍ଣ୍ଣିମାରେ ରାତି ପ୍ରାୟ ସାଢ଼େ ୭ଟାରେ ଜଣେ ମହିଳା ନିଜ ୮ବର୍ଷର ଝିଅ ଓ ପୁଅ ସହିତ ପାତ୍ରପଡ଼ା V2 ସମ୍ମୁଖରେ ରାସ୍ତାପାର ହେବା ସମୟରେ ଏକ ଥାର ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଝିଅର ପ୍ରାଣ ହରାଇଥିଲା। ମା’ ଓ ପୁଅକୁ ଗୁରୁତର ଅବସ୍ଥାରେ ଏମ୍‌ସରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ସୋମବାର ମା’ର ମୃତ୍ୟୁ ଘଟିବା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories