www.samajalive.in
Sunday, December 7, 2025
14.1 C
Bhubaneswar

ଅନଲାଇନ୍ ଗେମ୍ ନେଲା ଜୀବନ !

ଜଳେଶ୍ଵର: ଅନଲାଇନ୍ ଗେମ୍ ହେଲା କାଳ। ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ସିଂଲା ଥାନା ଗୁହାଳିପଦା ଗାଁରେ ଅଭାବନୀୟ ଘଟଣା ଘଟିଛି। ବାଥରୁମରେ ବେକରେ ଗାମୁଛା ଲଗାଇ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ର ଆତ୍ମହତ୍ୟା କରିଛନ୍ତି। ମୃତକ ଗୁହାଳିପଦା ଗାଁ ଜୟକୃଷ୍ଣ ଜେନା ବୋଲି ଜଣାପଡିଛି। ନାବାଳକ ଜଣକ ପାଠ ନପଢି ସବୁବେଳେ ମୋବାଇଲରେ ଅନଲାଇନ୍ ଗେମ୍ ଖେଳୁଥିଲେ। ପରିବାର ଲୋକେ ଗେମ୍ ଖେଳିବାକୁ ବାରଣ କରିବାରୁ ନାବାଳକ ଜଣକ ଏଭଳି କାଣ୍ଡ ଘଟାଇଛନ୍ତି। ସେପଟେ ଖବର ପାଇ ସିଂଲା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories