www.samajalive.in
Friday, December 5, 2025
20.1 C
Bhubaneswar

ପାରିବାରିକ କଳହ ପାଇଁ ଦେହରେ ନିଆଁ ଲଗାଇଲେ ମହିଳା

କାମାକ୍ଷାନଗର : ଦେହରେ ନିଆଁ ଲଗାଇ ମହିଳା ଆତ୍ମାହୁତି ଉଦ୍ୟମ କରିଥିବା ନେଇ ମଙ୍ଗଳବାର ଖବର ସାମ୍ନାକୁ ଆସିଛି । ଏଭଳି ଘଟଣା ଢେଙ୍କାନାଳର କାମାକ୍ଷାନଗରର ଭୁବନ ଏନଏସି ପୁରୁଣା ଥାନା ଅଞ୍ଚଳରେ ଘଟିଛି । ପାରିବାରିକ କଳହରୁ ମହିଳା ଜଣକ ନିଜ ଦେହରେ ନିଆଁ ଲଗାଇ ଦେଇଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ମହିଳାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ବାଥ୍‌ରୁମ୍‌ରୁ +୩ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବଡ ଖବର ; ରାଜଧାନୀରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ

- Advertisement -

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories