www.samajalive.in
Thursday, December 11, 2025
15.1 C
Bhubaneswar

ସଂସଦରେ ପାରିତ ହେଲା ନୂଆ ଆୟକର ବିଲ୍-୨୦୨୫

ଭୁବନେଶ୍ବର : ସଂସଦରେ ନୂଆ ଆୟକର ବିଲ୍‌ ପାରିତ ହୋଇଛି । ଗତକାଲି ଲୋକସଭା ପରେ ଆଜି ରାଜ୍ୟସଭାରେ ପାରିତ ହୋଇଛି ନୂଆ ଆୟକର ବିଲ୍-୨୦୨୫ । ଏଣିକି ପୂର୍ବ ଅପେକ୍ଷା ଆୟକର ବ୍ୟବସ୍ଥା ଅଧିକ ସରଳ ହୋଇପାରିବ । ୬୦ ବର୍ଷ ପୁରୁଣା ଆୟକର ନିୟମ ସ୍ଥାନରେ ଏହି ନୂଆ ଆୟକର ବିଲ୍‌ ଲାଗୁ ହେବ । ଦେଶର ଟିକସ ବ୍ୟବସ୍ଥାକୁ ଅପଡେଟ ଏବଂ ସରଳୀକରଣ କରିବାରେ ଏହା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ । ଗତକାଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ପୂର୍ବାହ୍ନରେ ଏହି ବିଧେୟକ ଆଗତ କରିବା ପରେ ଏହା ଉପରେ ଆଲୋଚନା ହୋଇଥିଲା। ନୂତନ ଆୟକର ବିଲ-୨୦୨୫ ପ୍ରଥମେ ଗତ ଫେବୃୟାରୀ ୧୩ ତାରିଖରେ ଲୋକସଭାରେ ଉପସ୍ଥାପନ କରାଯାଇଥିଲା। କିନ୍ତୁ ଗତ ଶୁକ୍ରବାର ଅର୍ଥମନ୍ତ୍ରୀ ତାହାକୁ ପ୍ରତ୍ୟାହାର କରିନେଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories