www.samajalive.in
Saturday, December 6, 2025
26.1 C
Bhubaneswar

ମହାପ୍ରଭୁଙ୍କ ରାହୁରେଖା ଲାଗି: ୪ ଘଣ୍ଟା ଜଗା​‌ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀମନ୍ଦିରରେ ରେଖା ପଞ୍ଚମୀ। ଭାଦ୍ରବ କୃଷ୍ଣ ପକ୍ଷ ପଞ୍ଚମୀ ତିଥିରେ ଆଜି ମହାପ୍ରଭୁଙ୍କ ରାହୁ ରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ସାଢେ ୬ଟା ପର୍ଯ୍ୟନ୍ତ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ। ଦଇତାପତି ସେବକମାନେ ଏହି ସ୍ଵତନ୍ତ୍ର ସେବା ସମ୍ପନ୍ନ କରିବେ। ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ଚତୁଃପାର୍ଶ୍ବରେ ସ୍ଵର୍ଣ୍ଣ ନିର୍ମିତ ଏକ ବଳୟକୁ ରାହୁରେଖା କୁହାଯାଏ। ରାହୁରେଖା ଲାଗି ସରିଲେ ଠାକୁରଙ୍କ ମହାସ୍ନାନ ନୀତି ବଢି ସାଧାରଣ ଦର୍ଶନ ଆରମ୍ଭ ହେବ।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories