ଭୁବନେଶ୍ୱର : ପୁଣି କମିଛି ସୁନା ଦାମ୍ । ଅଗଷ୍ଟ ୧୩ ଅର୍ଥାତ୍ ବୁଧବାର ପୁଣି କମିଛି ସୁନା ଦର । ୨୪ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୧,୦୧,୩୫୦ ଟଙ୍କା ରହିଛି । ଗତକାଲି ୧,୦୧,୪୦୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ହ୍ରାସ ହୋଇଛି ।
୨୨ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦର ୯୨,୯୦୦ ଟଙ୍କା ରହିଛି । ଗତକାଲି ୯୨, ୯୫୦ ଟଙ୍କା ଥିଲା । ଏଥିରେ ୫୦ ଟଙ୍କା ହ୍ରାସ ହୋଇଛି ।
୧୮ କ୍ୟାରେଟ୍ ୧୦ ଗ୍ରାମ୍ ସୁନା ଦାମ୍ ୭୬,୦୧୦ ଟଙ୍କା ରହିଛି । ଗତକାଲି ୭୬,୦୫୦ ଟଙ୍କା ଥିଲା । ଏଥିରେ ୪୦ ଟଙ୍କା ହ୍ରାସ ହୋଇଛି ।
ରୁପା ଦାମ୍ରେ କୌଣସି ପରିବର୍ତ୍ତନ ହୋଇନାହିଁ । ୧୦୦ ଗ୍ରାମ୍ ରୁପା ଦାମ୍ ୧୨,୫୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୫୦୦ ଟଙ୍କା ଥିଲା ।
ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..
ବର୍ବରତାର ସୀମା ପାର୍ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..



