www.samajalive.in
Sunday, December 7, 2025
14.1 C
Bhubaneswar

ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କେନ୍ଦ୍ରାପଡା : ପଟ୍ଟାମୁଣ୍ଡାଇରୁ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ବୁଧବାର ଉଦ୍ଧାର ହୋଇଛି । ସେ ପଟ୍ଟାମୁଣ୍ଡାଇ ବାଳିକା ଉଚ୍ଚ ବିଦ୍ୟାଳୟରେ ପାଠ ପଢୁଥିଲେ । ଛାତ୍ରୀଙ୍କ ମୃତଦେହ ଘରୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହୋଇଛି । ତେବେ ଏହାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୁଲିସ ପହଞ୍ଚି ମୃତଦେହ ଜବତ କରି ତଦନ୍ତ ଆରମ୍ଭ କରିଛି ।

ବର୍ବରତାର ସୀମା ପାର୍‌ ; ଶାଶୁକୁ ହତ୍ୟା ପରେ ୧୯ ଖଣ୍ଡ କଲା ଡାକ୍ତର ଜ୍ୱାଇଁ..

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories