www.samajalive.in
Saturday, December 13, 2025
26.1 C
Bhubaneswar

ଅଲିମ୍ପିକ୍ସ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ମିଳିଲାନି ସୁପ୍ରିମ ଆଶ୍ୱସ୍ତି 

ନୂଆଦିଲ୍ଲୀ : ଅଲିମ୍ପିକ୍ସ ପଦକ ବିଜେତା କୁସ୍ତିଯୋଦ୍ଧା ସୁଶୀଲ କୁମାରଙ୍କୁ ମିଳିଲାନି ସୁପ୍ରିମ ଆଶ୍ୱସ୍ତି । ସୁଶୀଲ କୁମାରଙ୍କୁ ନିଜର ଜୁନିୟର ସାଗର ଧନଖଡଙ୍କ ହତ୍ୟାର ଅଭିଯୋଗରେ ଦୀର୍ଘ ଦିନରୁ ସେ ଜେଲ୍‌ରେ ଥିଲେ । ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟରୁ ତାଙ୍କୁ ଜାମିନ୍‌ ମିଳିଥିଲା । ଏବେ ସୁଶୀଲ କୁମାରଙ୍କୁ ସୁପ୍ରିମ୍‌ ଝଟକା ମିଳିଛି । ସର୍ବୋଚ୍ଚନ୍ୟାୟାଳୟ ଜୁନିୟର କୁସ୍ତିଯୋଦ୍ଧା ସାଗର ଧନଖଡଙ୍କ ହତ୍ୟା ମାମଲାରେ ସୁଶୀଲ କୁମାରଙ୍କ ଜାମିନ୍‌କୁ ରଦ୍ଦ କରିଛନ୍ତି । ଏହାସହ ଏକ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।
ପୂର୍ବରୁ ଅଲିମ୍ପିଆନ୍ ସୁଶୀଲଙ୍କୁ ଦିଲ୍ଲୀ ହାଇକୋର୍ଟ ଜାମିନ ପ୍ରଦାନ କରିଥିଲେ। ସାଗରଙ୍କ ବାପା ଏହାକୁ ରଦ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ଦାବି କରିଥିଲେ। ସାଗର ଧନଖଡଙ୍କୁ ମେ ୨୦୨୧ରେ ଦିଲ୍ଲୀର ଛତ୍ରସାଲ ଷ୍ଟାଡିୟମରେ ପିଟି ପିଟି ହତ୍ୟା କରାଯାଇଥିଲା। ସାଗରଙ୍କ ବାପା ଅଶୋକ ଧନଖର ସୁଶୀଲ କୁମାରଙ୍କ ଜାମିନ ରଦ୍ଦ କରିବା ପାଇଁ ସୁପ୍ରିମକୋର୍ଟରେ ଦାବି କରିଥିଲେ।

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

ଟ୍ରମ୍ପ-ଟାରିଫ୍‌-ଟେନ୍‌ସନ୍‌ ; ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

- Advertisement -

ବଢିଲା ଅଡୁଆ ; ଇଡି ଅଫିସ୍‌ରେ ସୁରେଶ ରାଇନା

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories