www.samajalive.in
Friday, December 12, 2025
23.1 C
Bhubaneswar

ସୀମା ବିବାଦ ସମାଧାନ ! ଭାରତ ଆସିବେ ଚୀନ୍‌ର ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ – (ସମାଜ ଡିଜିଟାଲ୍‌ ଡେସ୍କ) ଚୀନ୍‌ର ବୈଦେଶିକ ମନ୍ତ୍ରୀ ଓ୍ୱାଙ୍ଗ ୟି ଭାରତ ଗସ୍ତରେ ଆସିବେ । ସେ ଏହି ଗସ୍ତ ସମୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍‌ଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ଦୁଇ ଦେଶ ମଧ୍ୟରେ ଥିବା ସୀମା ବିବାଦକୁ ନେଇ ଆଲୋଚନା ହେବ ବୋଲି ସୂଚନା ମିଳିଛି ।

ଆସନ୍ତା ସପ୍ତାହରେ ଓ୍ୱାଙ୍ଗ ଭାରତ ଗସ୍ତରେ ଆସିବେ । ଆସନ୍ତା ସୋମବାରରେ ସେ ଭାରତରେ ପହଞ୍ଚି ଅଜିତ୍‌ ଡୋଭାଲ୍‌ଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀ ମୋଦୀଙ୍କର ଚୀନ୍‌ ଗସ୍ତର ଠିକ୍‌ ଦିନକ ପୂର୍ବରୁ ସେ ଭାରତ ଆସିବେ ।

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଚୀନ୍‌ର ଟିଆନ୍‌ଜିନ୍‌ରେ ହେବାକୁ ଥିବା ସାଙ୍ଘାଇ କୋଅପରେସନ୍‌ ଅର୍ଗାନାଇଜେସନ୍‌ର ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

#india_china

Hot this week

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

Related Articles

Popular Categories