www.samajalive.in
Tuesday, December 9, 2025
16.1 C
Bhubaneswar

ରାଜ୍ୟର ସବୁ କଲେଜ ଓ ବିଶ୍ଵବିଦ୍ୟାଳୟରେ ସେଫ୍ କ୍ୟାମ୍ପେନ

ଭୁବନେଶ୍ୱର :ରାଜ୍ୟର ସବୁ କଲେଜ ଓ ବିଶ୍ଵବିଦ୍ୟାଳୟରେ ସେଫ୍ କ୍ୟାମ୍ପେନ କରାଯିବା ନେଇ ନିଷ୍ପତି ହୋଇଛି।ଏ ନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ।ଛାତ୍ର ଛାତ୍ରୀ ମାନଙ୍କ ମାନସିକ ସନ୍ତୁଳନ କିପରି ଠିକ ରହିବ ତା ଉପରେ ଗୁରୁତ୍ୱ ଦିଆଯାଇଛି। ଏହା ସହିତ ଯୁବପିଢ଼ିଙ୍କି ଭିତରେ ଆତ୍ମହତ୍ୟା ପ୍ରବଣତା ରୋକିବା ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ଶକ୍ତିଶ୍ରୀ ସ୍କିମ ଜରିଆରେ ଏହି କାର୍ଯ୍ୟକ୍ରମ କରାଯିବା ନେଇ ନିଷ୍ପତି ଗ୍ରହଣ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories