www.samajalive.in
Sunday, December 7, 2025
15.1 C
Bhubaneswar

ଦରମା ବନ୍ଦ ତାଗିଦ୍‍ ସତ୍ୱେ ଆନ୍ଦୋଳନରେ ରାଜସ୍ୱ ଅମଲା ସଂଘ

ସମାଜ ଡିଜିଟାଲ ଡେସ୍କ: ଅମଲାଙ୍କ ବିନା ଲୋକଙ୍କ ପାଖରେ ରାଜସ୍ୱ ସେବା ପହଞ୍ଚାଇବା ପାଇଁ ସରକାର ପ୍ରସ୍ତୁତ । ଅମଲମାନେ ଆନ୍ଦୋଳନରୁ ନଓହରିଲେ ସେମାନଙ୍କ ବିରୋଧରେ ସରକାର ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ । ଲୋକଙ୍କ କାମରେ ଅବହେଳା କଲେ ସେମାନଙ୍କ ଦରମା ବନ୍ଦ କରାଯିବ ବୋଲି ଅମଲା ସଂଘର ସମୂହ ଛୁଟି ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀ କଡା ତାଗିଦ୍‍ କରିବା ପରେ ମଧ୍ୟ ଆଜି ବି ଆନ୍ଦୋଳନ ଜାରି ରହିଛି । ଲଗାତାର ଚାରି ଦିନ ହେବ ଅମଲା ସଂଘର ଆନ୍ଦୋଳନ ଯୋଗୁଁ ରାଜସ୍ୱ କାର୍ଯ୍ୟାଳୟରେ କାମ ଠପ୍‍ ହୋଇଯାଇଛି । ଆଜିବି ଅନେକ ସ୍ଥାନରେ ଅମଲାଙ୍କ ପ୍ରତିବାଦ ଜାରି ରହିଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories