www.samajalive.in
Sunday, December 7, 2025
23.1 C
Bhubaneswar

ମେଟ୍ରୋକୁ ନେଇ ବଡ ଖବର ; ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ-ମନ୍ତ୍ରୀ

ଭୁବନେଶ୍ୱର : ଓଡିଶାରେ ମେଟ୍ରୋକୁ ନେଇ ଗୁରୁବାର ବଡ ଖବର ସାମ୍ନାକୁ ଆସିଛି। ଓଡିଶାରେ ମେଟ୍ରୋ ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ। ନୂଆ ଢାଞ୍ଚାରେ ମେଟ୍ରୋ ପାଇଁ ବୈଷୟିକ କମିଟି ଗଠନ ହେବ ବୋଲି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏହି କମିଟି ବିଭିନ୍ନ ସହରକୁ ଯାଇ ସ୍ଥିତି ଅନୁଧ୍ୟାନ କରିବ। କେନ୍ଦ୍ର ସରକାରଙ୍କ ସହଯୋଗରେ ରାଜ୍ୟରେ ମେଟ୍ରୋ ପ୍ରକଳ୍ପ କରାଯିବ। ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ନୂଆ ଟ୍ରାକ୍‌ ନେଇ କମିଟି ରିପୋର୍ଟ ଦେବ। କମ୍ପ୍ରେହେନସିଭ୍‌ ମୋବିଲିଟି ପ୍ଲାନ୍‌ ତିଆରି ହୋଇଛି । କେଉଁ ଲାଇନ୍‌ରେ ଯିବ, କେଉଁଠି ପାର୍କିଂ ଅଞ୍ଚଳ ହେବ କମିଟି ରିପୋର୍ଟ ଦେବ। ସାଧାରଣ ଲୋକଙ୍କ ମତାମତ ମଧ୍ୟ ନିଆଯିବ। ପୁରୁଣା ପ୍ରକଳ୍ପ ବନ୍ଦ ହୋଇଛି। ସେହି ରାସ୍ତା ଟ୍ରାଫିକ୍‌ ଜାମ୍‌ ରହିବା ସହ ଟେଷ୍ଟିଙ୍ଗ୍‌ ବେଳେ ଲୋକଙ୍କୁ ସମସ୍ୟା ଭୋଗିବାକୁ ପଡିଛି। ମେଟ୍ରୋ ହୋଇଥିଲେ ସେହି ସମସ୍ତ ରାସ୍ତା ବନ୍ଦ ହୋଇ ଯାଇଥାନ୍ତା।

ଏଥର ଜନ୍ମାଷ୍ଟମୀରେ ଗ୍ରହଙ୍କ ମହାସଂଯୋଗ: ଏହି ୩ ରାଶିଙ୍କ ଉପରେ ହେବ ଧନବର୍ଷା, ମିଳିବ ଖାଲି ସଫଳତା..

Odysse Sun; ଥରେ ଚାର୍ଜରେ ୧୩୦ କିଲୋମିଟର ରେଞ୍ଜ.. ପୁଣି ସ୍ମାର୍ଟ ଫିଚର, ଦାମ୍‌ ଜାଣିଲେ କିଣିବାକୁ ଆଉ କରିବେନି ବିଳମ୍ବ..

- Advertisement -

ଦେଖନ୍ତୁ ଭିଡିଓ; ଖାଦ୍ୟରୁ ବାହାରିଲା ମଲା ସାପ, ତା’ପରେ ଯାହା ହେଲା..

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories