www.samajalive.in
Thursday, December 11, 2025
26.1 C
Bhubaneswar

ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ଆଜିଠୁ ଲାଗୁ ହେଲା ବିକଶିତ ଭାରତ ରୋଜଗାର ଯୋଜନା

ସମାଜ ଡିଜିଟାଲ ଡେସ୍କ: ଦେଶର ଯୁବବର୍ଗଙ୍କ ପାଇଁ ବିକଶିତ ଭାରତ ଯୋଜନା ଲାଗୁ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦିଲ୍ଲୀର ଲାଲକିଲାରୁ ପ୍ରଧାନମନ୍ତ୍ରୀ ଏହି ଯୋଜନା ସମ୍ପର୍କରେ ଘୋଷଣା କରିଛନ୍ତି। ଏହା ଦେଶର ଯୁବବର୍ଗଙ୍କ ପାଇଁ ବଡ଼ ଉପହାର ବୋଲି ମୋଦୀ କହିଛନ୍ତି।

ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ସ୍ଵାଧୀନତା ଦିବସଠାରୁ ଏହି ଯୋଜନା ଲାଗୁ କରାଯାଉଛି। ଏହା ଅଧୀନରେ ଯୁବବର୍ଗଙ୍କ ପାଇଁ ୧ ଲକ୍ଷ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଏହାଦ୍ଵାରା ଦେଶର ସାଢ଼େ ୩ କୋଟି ଯୁବବର୍ଗଙ୍କୁ ରୋଜଗାର ମିଳିବ ବୋଲି ମୋଦୀ କହିଛନ୍ତି।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories