www.samajalive.in
Wednesday, December 10, 2025
18.1 C
Bhubaneswar

ଓଡ଼ିଶା ହେବ ଫାର୍ମା ହବ୍‌, ସୃଷ୍ଟି ହେବ ଅଢ଼େଇ ଲକ୍ଷ ନିଯୁକ୍ତି

ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ହେବ ଫାର୍ମା ହବ୍‌। ରାଜ୍ୟରେ ପ୍ରତିଷ୍ଠା ହେବ ବିଭିନ୍ନ ଔଷଧ କମ୍ପାନୀ। ଏଥିପାଇଁ ଏକ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏଥିରେ ଦେଶ ବିଦେଶର ପ୍ରମୁଖ ଔଷଧ କମ୍ପାନୀ ସାମିଲ ହେବେ। ସେମାନେ ନିଜ ନିଜର ପ୍ରତିଷ୍ଠାନ ନିର୍ମାଣ କରିବାକୁ ଆଗ୍ରହ ଦେଖାଇବେ। ଯାହାଫଳରେ ଅଢ଼େଇ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସଳ ପାଳନ ଅବସରରେ ସୂଚନା ଦେଇଛନ୍ତି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories