www.samajalive.in
Saturday, December 6, 2025
16.1 C
Bhubaneswar

ରାଜଧାନୀରେ ଜଳିଗଲେ ମହିଳା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଳିଗଲେ ଜଣେ ମହିଳା । ଦୀପ ନିଆଁରୁ ମହିଳା ଜଣଙ୍କ ଜଳିଯିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଥିଲା, ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଲକ୍ଷ୍ମୀସାଗର ଥାନା ଅଧୀନ ଝାରପଡା ଅଞ୍ଚଳରେ ଶୁକ୍ରବାର ସନ୍ଧ୍ୟାରେ ଏହି ଅଘଟଣ ଘଟିଥିଲା । ମୃତ ମହିଳା ହେଲେ ଶିଳ୍ପୀ ଦାସଗୁପ୍ତା ।

ସୂଚନା ଅନୁସାରେ ଶିଳ୍ପୀ ଦାସଗୁପ୍ତା ଶୁକ୍ରବାର ସନ୍ଧ୍ୟା ସମୟରେ ଦୀପରେ ଜଳି ଯାଇଥିଲେ । ପରିବାର ଲୋକେ ତୁରନ୍ତ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଇଥିଲେ । ମହିଳାଙ୍କ ଶରୀରର ୮୦ପ୍ରତିଶତ ପୋଡି ଯାଇଥିଲା । ଫଳରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories