www.samajalive.in
Friday, December 5, 2025
26.1 C
Bhubaneswar

ସାପ କାମୁଡାରେ ମହିଳା ମୃତ

ଧାମନଗର : ଧାମନଗର ବିଜ୍ଞାପିତ ଅଞ୍ଚଳ ୪ ନମ୍ବର ୱାର୍ଡ  ମୁନିସିପାଟଣା ଗାଁରେ ଅଭାବନୀୟ ଘଟଣା ଘଟିଛି। ସାପ କାମୁଡାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ମୃତକ ସେକ କେଡୁଙ୍କ  ସ୍ତ୍ରୀ  ହେଦାତୁନ ବିବି ବୋଲି ଜଣାପଡିଛି। ସେ ବିଲରେ ଘାସ କାଟୁଥିବା  ବେଳେ ତାଙ୍କୁ ସାପ କାମୁଡିଥିଲା।  ମହିଳାଙ୍କ ଚିତ୍କାର ଶୁଣି ଲୋକେ ତାଙ୍କୁ  ଧାମନଗର ଡାକ୍ତରଖାନାକୁ ନେଇଥିଲେ। ତେବେ ଆଗରୁ ତାଙ୍କର ମୃତ୍ୟୁ ହୋଇଥିବା ଡାକ୍ତର କହିଥିଲେ। ପୁଲିସ ମୃତଦେହ ବ୍ୟବଚ୍ଛେଦ କରି ପରିବାରକୁ ହସ୍ତାନ୍ତର କରିବା ପରେ  ମୁସଲିମ ରୀତିନୀତି ଅନୁଯାୟୀ ଶେଷକୃତ୍ୟ ସମ୍ପନ୍ନ କରାଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories