www.samajalive.in
Monday, December 8, 2025
24.1 C
Bhubaneswar

କାଲିମେଳାରେ ବୁଡ଼ିଲା ଏମ୍.ଭି-୯୬ ପୋଲ

କାଲିମେଳା: ଗତ କିଛି ଦିନର ଲଗାଣ ବର୍ଷ ଜନଜୀବନକୁ ପୁରା ଅସ୍ତବ୍ୟସ୍ତ କରିପାଇଛି। ଯେଉଁଠି ଦେଖ , ଖାଲି ପାଣି ଆଉ ପାଣି। କାଲିମେଳା-ଲଗାଣ ବର୍ଷାରେ କାଲିମେଳାରେ ଏମ୍.ଭି-୯୬ ପୋଲ ବୁଡିଯାଇଛି ।  ବ୍ରିଜ ଉପରେ ୨ ଫୁଟର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି ।  ଫଳରେ ମାଲକାନଗିରି ଠାରୁ ସୀମାନ୍ତ ମୋଟୁ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହୋଇଯାଇଛି। ଉଭୟ ପାର୍ଶ୍ବରେ ଶତାଧିକ ଗାଡି ମୋଟର ଅଟକ ରହିଛି । ତେବେ ଲଘୁଚାପ ପ୍ରଭାବରେ ୧୯ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories