www.samajalive.in
Sunday, December 7, 2025
26.1 C
Bhubaneswar

ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ କାର୍ଯ୍ୟଳୟରେ ନିଆଁ

ଛତ୍ରପୁର: ଛତ୍ରପୁର ସ୍ଥିତ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ କାର୍ଯ୍ୟଳୟରେ ଲାଗିଲା ନିଆଁ।  ନିଆଁ ଲାଗି ସମସ୍ତ ଅଫିସ କାଗଜ ପତ୍ର , କମ୍ପୁଟର ଓ ପ୍ରିଣ୍ଟର ପୋଡି ନଷ୍ଟ ହୋଇଯାଇଛି। ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସୂଚନା ମିଳିଛି। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କୁ ବାରମ୍ବାର ଫୋନ କରିଥିଲେ ମଧ୍ୟ ଉଠାଇନଥିଲେ ଅଧିକାରୀ। ତାଲା ପଡ଼ିଥିବା ଯୋଗୁଁ ନିଆଁ ଲିଭାଇବା ପାଇଁ ବିଳମ୍ବ ହୋଇଥିଲା। ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ତୁରନ୍ତ ଘଟଣା ସ୍ଥଳରେ ପହଁଚି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ପରେ ଅଗ୍ନିଶମବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି  ନିଆଁକୁ ଆୟତ କରିଥିଲେ ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories