www.samajalive.in
Monday, December 15, 2025
27.1 C
Bhubaneswar

୧୨ ନୂଆ ଏନ୍‌ଏସି ଗଠନ ଚିଠା ବିଜ୍ଞପ୍ତି

ଭୁବନେଶ୍ୱର: ରାଜ୍ୟର ୭ ଜିଲାରେ ୧୨ଟି ନୂଆ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ଗଠନ କରାଯିବ। ଏ ନେଇ ଶନିବାର ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠା ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ ଅନୁଗୋଳ ଜିଲାର ପାଲଲହଡ଼ା, ସୁବର୍ଣ୍ଣପୁରର ବୀରମହାରାଜପୁର, ରାୟଗଡ଼ାର ବିଷମକଟକକୁ ଏନ୍‌ଏସି କରିବା ଲାଗି ପ୍ରସ୍ତାବ ରହିଛି। ସେହିପରି ବାଲେଶ୍ବରର ସିମୁଳିଆ, ବସ୍ତା, ମୟୂରଭଞ୍ଜର ବେତନଟୀ, ବାଙ୍ଗିରିପୋଷି ଓ ଚିତ୍ରଡ଼ା, ସମ୍ବଲପୁରର ବାମରା ଓ ରେଙ୍ଗାଲି, ଭଦ୍ରକର ତିହିଡ଼ି ଓ ଧୁଷୁରିକୁ ଏନ୍‌ଏସି ଘୋଷଣା କରାଯିବ।

Hot this week

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

Related Articles

Popular Categories