www.samajalive.in
Sunday, December 7, 2025
26.1 C
Bhubaneswar

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର ; ୨୦ ଯାଏଁ ଅତି ପ୍ରବଳ ବର୍ଷା!

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସୋମବାର ଓ ମଙ୍ଗଳବାର ଅତିପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ସୋମବାର କୋରାପୁଟ ଓ ମାଲକାନଗିରିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୧୯ରେ କୋରାପୁଟ ଓ କଳାହାଣ୍ଡିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧ ଚଳନ ; ଅଗଷ୍ଟ ୩୦ରୁ ଏହି ୫ ରାଶି ହେବେ ମାଲାମାଲ୍‌, ମିଳିବ ଏସବୁ ସଫଳତା

- Advertisement -

 

Hot this week

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

Related Articles

Popular Categories