www.samajalive.in
Saturday, December 6, 2025
26.1 C
Bhubaneswar

ମୁମ୍ବଇରେ ଭୂସ୍ଖଳନ, ୨ ମୃତ

ମୁମ୍ବଇ : ପ୍ରବଳ ବର୍ଷା ଯୋଗୁଁ ଶନିବାର ମୁମ୍ବଇର ଭିକ୍ରୋଲି ଅଞ୍ଚଳରେ ଭୂସ୍ଖଳନ ଘଟି ୨ ଜଣ ପ୍ରାଣ ହରାଇଛନ୍ତି। ଆହତ ଅନ୍ୟ ଦୁଇଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ସମୟରେ ମୃତାହତମାନେ ଉକ୍ତ ଘରେ ରହିଥିଲେ। ମ୍ୟୁନିସିପାଲ କର୍ପୋରେସନ ପକ୍ଷରୁ ମାଟି ଅତଡା ପରିଷ୍କାର କରାଯାଇଛି। ପ୍ରବଳ ବର୍ଷା ଯୋଗୁଁ ମୁମ୍ବଇ ସହରର ଅଧିକାଂଶ ଅଞ୍ଚଳ ଜଳମଗ୍ନ ହୋଇପଡିଥିବାବେଳେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories