ଭୁବନେଶ୍ବର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ । ସାମାନ୍ୟ ଅସୁସ୍ଥ ହେବା ପରେ ନବୀନଙ୍କୁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅପରାହ୍ନ ୫ଟା ୧୫ ମିନିଟ ସମୟରେ ତାଙ୍କୁ ହସ୍ପିଟାଲ ନିଆଯାଇଥିଲା । ତାଙ୍କ ଅବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!