www.samajalive.in
Saturday, December 13, 2025
26.1 C
Bhubaneswar

ସି.ପି ରାଧାକ୍ରିଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ

ନୂଆଦିଲ୍ଲୀ : ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ଏନଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ ହେବେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହ ମନ୍ତ୍ରୀ ଅମିତ ଶାହ ଓ ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ଏନେଇ ଘୋଷଣା କରିଛନ୍ତି ।

ରାଧାକ୍ରିଷ୍ଣନ ୨୧ ଅଗଷ୍ଟରେ ନାମାଙ୍କନ ଦାଖଲ କରିବେ । ଏହି ଅବସରରେ ଏନଡିଏ ଶାସିତ ରାଜ୍ୟର ସମସ୍ତ ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ମଧ୍ୟ ସାମିଲ ହେବେ  । ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ୯ ସେପ୍ଟେମ୍ବରରେ ମତଦାନ ହେବ । ସେହି ଦିନ ଭୋଟ୍ ଗଣତି ମଧ୍ୟ ହେବ । ନାମାଙ୍କନ ଦାଖଲ କରିବାର ଶେଷ ତାରିଖ ୨୧ ଅଗଷ୍ଟ ହେବ ।

- Advertisement -

କହିରଖୁଛୁ ଜଗଦୀପ ଧନଖଡ ୨୧ ଜୁଲାଇ ରାତିରେ ଅଚାନକ ଉପରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ । ୭୪ ବର୍ଷୀୟ ଧନଖଡଙ୍କ କାର୍ଯ୍ୟକାଳ ୧୦ ଅଗଷ୍ଟ ୨୦୨୭ ପର୍ଯ୍ୟନ୍ତ ଥିଲା ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories