www.samajalive.in
Friday, December 5, 2025
26.1 C
Bhubaneswar

ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ

ସମାଜ ଡିଜିଟାଲ ଡେସ୍କ: ଅଧୀକ୍ଷଣ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି । ଅନୁଗୁଳରେ କାର୍ଯ୍ୟରତ ଜଳସେଚନ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରାଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଚଢାଉ କରିଛି ଭିଜିଲାନ୍ସ । ଏକକାଳୀନ ୮ଟି ସ୍ଥାନରେ ଭିଜିଲାନ୍ସ ଟିମ୍‍ ଚଢାଉ କରିଛି । ଅନୁଗୁଳ, ଭୁବନେଶ୍ୱର, ସୁନ୍ଦରଗଡ, ଗଞ୍ଜାମ ଓ ରାଉରକେଲାରେ ଚଢାଉ ଚାଲିଥିବା ସୂଚନା ମିଳିଛି । ଚଢାଉରେ ତିନି ଜଣ ଡିଏସପି, ୧୦ଜଣ ଇନ୍ସପେକ୍ଟର ଓ ୪ଜଣ ଏଏସଆଇ ଉପସ୍ଥିତ ରହିଛନ୍ତି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories