www.samajalive.in
Saturday, December 6, 2025
26.1 C
Bhubaneswar

କଂଗ୍ରେସରେ ମିଶିଲେ ୫୦୦ ଆପ୍ ନେତା ଓ କର୍ମୀ

ଅହମଦାବାଦ : ଗୁଜରାଟର ପ୍ରାୟ ୫୦୦ ଆପ୍ ନେତା ଓ କର୍ମୀ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟ ରାଜୀବ ଗାନ୍ଧୀ ଭବନରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଆପ୍‌ର ଗୁଜରାଟ ରାଜ୍ୟ ସେକ୍ରେଟାରୀ ସୂର୍ଯ୍ୟାସିଂ ଡାଭି, ଅହମଦାବାଦ ନଗର ସଭାପତି ଓମ ପ୍ରକାଶ ତିୱାର ପ୍ରମୁଖ କଂଗ୍ରେସରେ ସାମିଲ ହୋଇଥିଲା। ଆପ୍‌ ନେତା ଓ କର୍ମୀଙ୍କୁ ଏଆଇସିସି ସାଧାରଣ ସମ୍ପାଦକ ତଥା ଗୁଜରାଟ ପ୍ରଭାରୀ ମୁକୁଲ ୱାଜନିକ୍, ଗୁଜରାଟ ପିସିସି ସଭାପତି ଅମିତ ଚଭଡା ପ୍ରମୁଖ ସ୍ବାଗତ କରିଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories