www.samajalive.in
Friday, December 5, 2025
20.1 C
Bhubaneswar

ବର୍ଷାରେ ଭୁଶୁଡିଲା ବିମାନ ବନ୍ଦର ପାଚେରୀ

ମାଲକାନଗିରି : ବର୍ଷାରେ ଭୁଶୁଠିଲା ବିମାନ ବନ୍ଦର ପାଚେରୀ। ଗତ କିଛି ଦିନ ହେବ ଲଘୁଚାପ ପ୍ରଭାବରେ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ପୁଣି ବର୍ଷାରେ ମାଲକାନଗିରି ବିମାନ ବନ୍ଦର ପାଚେରୀ ଭୁଶୁଡି ପଡିଥିବା ଦେଖିବାକୁ ମିଳିଛି। କିଛି ଦିନ ତଳେ ପାଚେରୀ ଭୁଶୁଡି ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା। ଅନେକ ଥର ଏହାକୁ ମରାମତି କରାଯାଇଛି।  କିନ୍ତୁ ପୁର୍ନବାର ସମାନ ସ୍ଥିତି ଦେଖିବାକୁ ମିଳିଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories