www.samajalive.in
Friday, December 5, 2025
27.1 C
Bhubaneswar

ଅଟୋରେ ନାବାଳିକାଙ୍କୁ ଅସଦାଚରଣ !

କଟକ: ଥମୁନି ଲଜ୍ଜା । କଟକ ଜିଲ୍ଲା ୧୬ ନଂ ଜାତୀୟ ରାଜପଥରେ ଲଜ୍ଜାଜନକ ଘଟଣା ଘଟିଛି। ଏକ ଅଟୋ ଭିତରେ ନାବାଳିକାଙ୍କୁ ଅସଦାଚରଣ ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଚାଉଳିଆଗଞ୍ଜ ଥାନାରେ ମାମଲା ହୋଇଛି । ମିଳିଥିବା ସୂଚନା ଅନୁଯାୟୀ ନାବାଳିକା ଜଣକ ନିଜ ବାନ୍ଧବୀଙ୍କ ସହ ଜଗତପୁରରୁ କଟକ ଆସିଥିଲେ । କାମ ସାରି ଫେରିବାବେଳେ ଅସଦାଚରଣର ଶୀକାର ହୋଇଥିଲେ । ନାବାଳିକାଙ୍କ ବାନ୍ଧବୀ ଅଟୋରୁ ଓହ୍ଲାଇ ପାଣି ଆଣିବାକୁ ଯାଇଥିବାବେଳେ, ଅଟୋ ଚାଳକ ଜଣକ ପଛ ସିଟ୍ କୁ ଏଭଳି କାଣ୍ଡ ଘଟଣାଥିବା ଜଣାପଡିଛି। ପୁଲିସ୍ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories